Masthead

ନବ ଦାସ ହତ୍ୟା ମାମଲା, ଚାର୍ଜସିଟ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । ଆଜି ଚାର୍ଜସିଟ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଏସଡିଜେଏମ କୋର୍ଟରେ ଚାର୍ଜସିଟ ଦାଖଲ କରାଯାଇପାରେ । ଏଏସଆଇ ଗୋପାଳ ଦାସ କାହିଁକି ଗୁଳି କରି ହତ୍ୟା କରିଥିଲା ଏଯାଏଁ ଅସ୍ପଷ୍ଟ ରହିଛି । ଚାର୍ଜସିଟ ଦାଖଲ ପରେ ହତ୍ୟାର କାରଣ ପଦାକୁ ଆସିପାରେ । ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବରେ ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା