Masthead

ଚିତ୍ରକୋଣ୍ଡା ଜଳଭଣ୍ଡାରରେ ବୁଡ଼ିଲା ଡଙ୍ଗା, ଜଣେ ନିଖୋଜ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ ଗ୍ରାମ ନିକଟ ଜଳଭଣ୍ଡାର ମଧ୍ୟରେ ଦେଶୀ ଡଙ୍ଗାରେ ମାଛ ଧରୁଥିଲେ।

ମାଛ ଧରୁଥିବା ବେଳେ ହଠାତ୍ ବର୍ଷା, ପବନ ମାଡ଼ି ଆସିବାରୁ ଡଙ୍ଗାଟି ବୁଡି ଯାଇଥିଲା। ଫଳରେ ଡଙ୍ଗାରେ ଥିବା ୩ ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଛନ୍ତି। ତାଙ୍କର ପତ୍ତା ଏପର୍ଯ୍ୟନ୍ତ ମିଳିପାରି ନାହିଁ। ନିଖୋଜ ଓ ଉଦ୍ଧାର ପାଇଥିବା ଲୋକେ ଚିତ୍ରକୋଣ୍ଡା ନିକଟସ୍ଥ ଡାଇକ୍-୩ ଗାଁର ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ