Masthead

ନିରଞ୍ଜନ ବିଶିଙ୍କୁ ଗିରଫ କରାଯାଉ: ବିଜେପି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସାଂସଦ ନିରଞ୍ଜନ ବିଶିଙ୍କ ଗାଡ଼ିରେ ସ୍କୁଟି ଚାଳକଙ୍କ ମୃତୁ୍ୟ ଘଟଣା । ନିରଞ୍ଜନଙ୍କୁ ଗିରଫ କରାଯାଉ ବୋଲି ଦାବି କଲା ବିଜେପି । ଗିରଫ ଦାବି କଲେ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି । ଦୁର୍ଘଟଣା ସମୟରେ ସାଂସଦ ଗାଡ଼ି ଭିତରେ ଥିଲେ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯୁବକଙ୍କୁ ହସ୍ପିଟାଲ ନ ନେଇ ସେଠାରୁ ପଳାଇବା ଅମାନବୀୟ କାମ । ତାଙ୍କ ବିରୋଧରେ ‘ହିଟ୍ ଆଣ୍ଡ ରନ୍ ମାମଲା ରୁଜୁ କରି ଗିରଫ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ