Masthead

ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ ମାସ ଶେଷ ସୁଦ୍ଧା ଆସିପାରେ ଯୁକ୍ତ ୨ ରେଜଲ୍ଟ । ୨୮ରେ ହୋଇପାରେ ତାରିଖ ଘୋଷଣା । ମେ ୩୦ କିମ୍ବା ୩୧ରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ସମ୍ଭାବନା । ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଖାତା ଦେଖାଠାରୁ ଆରମ୍ଭ କରି ଟାବୁଲେସନ୍ ପ୍ରକ୍ରିୟା ସବୁ ଶେଷ ହୋଇଛି । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ଏହାପରେ ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ତେବେ ଚଳିତ ବର୍ଷ ପରୀକ୍ଷା ଦେଇଛନ୍ତି ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି