Masthead

ନୂଆ ସଂସଦ ଭବନ ଉଦଘାଟନୀ ଉତ୍ସବରେ ଯୋଗଦେବେ ୨୫ଟି ରାଜନୈତିକ ଦଳ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଉଦଘାଟନ ହେବ ନୂଆ ସଂସଦ ଭବନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ସଂସଦ ଭବନକୁ ଉଦଘାଟନ କରିବେ । ଏହି ଉତ୍ସବରେ ୨୫ଟି ରାଜନୈତିକ ଦଳ ଯୋଗଦେବେ ବୋଲି ଜଣାପଡ଼ିଛି । ବିଜେପି, ଶିବସେନା, ଏକନାଥ ଶିନ୍ଦେ ଗ୍ରୁପ , ଏନପିସି, ଏନଡିପିପି, ଏସକେଏମ, ଆରଏଲଜେପି, ଅପନା ଦଳ, ଆରପିଆଇ, ତାମିଲ ମାନିଲା କଂଗ୍ରେସ, ଏଆଇଏଡିଏମକେ, ଏଜେଏସୟୁ, ଏମଏନଏଫ, ୱାଇଏସଆରସିପି, ସିଡିପି, ଏସଏଡି, ବିଜେଡି ପ୍ରମୁଖ ଦଳ ଯୋଗଦେବା ନେଇ ଚର୍ଚ୍ଚା ହେଉଛି ।

ସେପଟେ ପ୍ରଧାନମନ୍ତ୍ରୀ ନୁହନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ ସଂସଦ ଭବନକୁ ଉଦଘାଟନ କରିବା ଉଚିତ ବୋଲି କଂଗ୍ରେସ ସମେତ ୧୯ଟି ବିରୋଧୀ ଦଳ ପକ୍ଷରୁ ଏହି କାର୍ଯ୍ୟକ୍ରମକୁ ବୟକଟ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା