Masthead

କର୍ଣ୍ଣାଟକରେ ମନ୍ତ୍ରୀ ଭାବେ ଶପଥ ନେବେ ଆଉ ୨୪ ବିଧାୟକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ସରକାରରେ ଆଉ ୨୪ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ । ଆସନ୍ତାକାଲି ଶପଥ ନେଇପାରନ୍ତି ୨୪ ବିଧାୟକ । ଦିଲ୍ଲୀରେ ହୋଇଥିବା ବୈଠକରେ ନାଁ ଚୂଡ଼ାନ୍ତ ହୋଇଥିବା ସୂଚନା । ଏନେଇ ଆଜି ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାହୁଲ ଗାନ୍ଧିଙ୍କୁ ଭେଟିପାରନ୍ତି । ଗତ ୨୦ରେ ୮ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଥିଲେ । ତେବେ ଏ ଯାଏଁ କୌଣସି ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହୋଇନି । ଆସନ୍ତାକାଲିର ଶପଥ ଗ୍ରହଣ ପରେ ସମସ୍ତ ମନ୍ତ୍ରୀଙ୍କୁ ସେମାନଙ୍କର ବିଭାଗ ବଣ୍ଟନ କରାଯିବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ