Masthead

ରାସ୍ତାକଡ଼ରୁ ହଟିବ ଅଚଳ ଗାଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ରାସ୍ତାକଡ଼ରୁ ହଟିବ ଅଚଳ ଗାଡ଼ି। ରାଜଧାନୀ ଭୁବନେଶ୍ୱରର ରାସ୍ତାକଡ଼ରେ ଅଚଳ ହୋଇ ପଡ଼ି ରହିଥିବା ଗାଡ଼ିକୁ ହଟାଇବା ପାଇଁ ବିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଅଚଳ ହୋଇ ପଡ଼ିଥିବା ଗାଡ଼ି ଉପରେ ନୋଟିସ୍ ମଧ୍ୟ ଲଗାଯାଇଛି। ୭ ଦିନ ମଧ୍ୟରେ ଗାଡ଼ି ମାଲିକ ନିଜ ଅକ୍ତିଆରକୁ ଗାଡ଼ିକୁ ନେବା ଲାଗି ନୋଟିସ୍ ଦିଆଯାଇଛି । ଯଦି ଗାଡ଼ି ମାଲିକ ଗାଡ଼ି ନ ଉଠାନ୍ତି, ତେବେ ବିଏମ୍‌ସି ଉଠାଇ ନେଇ ସେହି ଅଞ୍ଚଳକୁ ଖାଲି କରିବ।

ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ମଧ୍ୟ ଦିଆଯାଇଛି। ଭୁବନେଶ୍ୱର ଭୋଇନଗରରୁ ବିଏମସି ଏହି ଅଭିଯାନ ଆରମ୍ଭ କରିଛି । ବିଏସସି କର୍ମଚାରୀ ରାସ୍ତାରେ ଥିବା ଅଚଳ ଗାଡିକୁ ଉଠାଇବା ପାଇଁ ସେହି ଗାଡିରେ ନୋଟିସ୍ ଲଗାଇଛନ୍ତି । ଦୀର୍ଘ ଦିନ ଧରି ରାସ୍ତା ଉପରେ ଏପରି ଗାଡି ରଖାଯାଉଥିବାରୁ ପରିମଳ ସ୍ଥିତି ଖରାପ ହେଉଛି । ରାସ୍ତା ସଫା କରିବାରେ ସଫେଇ କର୍ମଚାରୀ ସମସ୍ୟା ଭୋଗଉଛନ୍ତି ବୋଲି ବିଏମସି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ