Masthead

ଦେଶରେ ଜାରି ହେବ ୭୫ ଟଙ୍କିଆ ନୂଆ ମୁଦ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଜାରି ହେବ ୭୫ ଟଙ୍କିଆ ନୂଆ ମୁଦ୍ରା । ନୂଆ ସଂସଦ ଭବନ ଉଦଘାଟନ ଉସôବରେ ଜାରି ହେବ ମୁଦ୍ରା । ଏନେଇ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଘୋଷଣା । ମୁଦ୍ରାରେ ସଂସଦ ଭବନ ଚିତ୍ର ସହ ରହିବ ସତ୍ୟମେବ ଜୟତେ ଲେଖା । ହିନ୍ଦୀରେ ଭାରତ ଇଂରାଜୀରେ ଇଣ୍ଡିଆ ଲେଖା ହେବ । ଏହାବ୍ୟତୀତ ମୁଦ୍ରାର ପଛ ପାଶ୍ୱର୍ରେ ଖୋଦିତ ହେବ ସଂସଦ ପରିସରର ଚିତ୍ର। ଏହାର ଉପର ଗୋଲାର୍ଦ୍ଧ ଧାରରେ ଦେବନାଗରୀ ଲିପିରେ ଉଲ୍ଲେଖ ରହିବ ସଂସଦ ଭବନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା