Masthead

ଭିଜିଲାନ୍ସ ଜାଲରେ ଆରଏମସି କିରାଣି

ନବରଙ୍ଗପୁର, (ବଡ଼ ଖବର ବ୍ୟୁରୋ): ଆରଏମସିର ବରିଷ୍ଠ କିରାଣୀ ଅଶୋକ ନନ୍ଦଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ଏକକାଳୀନ ତିନୋଟି ସ୍ଥାନରେ କରାଯାଇଛି ଚଢ଼ାଉ । ନବରଙ୍ଗପୁର ଜିଲ୍ଲା ବତୀଗୁଡ଼ା ସ୍ଥିତ ପୈତୃକ ଘର, ଭାଟିଶାଳଗୁଡ଼ା ବାସଭବନ ଓ ନିୟନ୍ତ୍ରଣ ବଜାର ନିକଟରେ ଥିବା ଅଫିସରେ ଏକାଠି ଚାଲିଛି ଚଢ଼ାଉ । ଏଯାବତ ମିଳିଥିବା ରିପୋର୍ଟ ମୁତାବକ, ତାଙ୍କର ୭ଟି ଚାରିଚକିଆ ଗାଡ଼ି ରହିଛି । ପୈତୃକ ଘର ଦୁଇ ମହଲା ହୋଇଥିବା ବେଳେ ଭାଟିଶାଳଗୁଡ଼ା ବାସଭବନ ମଧ୍ୟ ଦୁଇ ମହଲା ବିଶିଷ୍ଟ ରହିଛି । ଚଢ଼ାଉ ପରେ ମୋଟ ସମ୍ପତ୍ତିର ଆକଳନ ହେବ ବୋଲି କହିଛନ୍ତି ଭିଜିଲାନ୍ସ ଡିଏସପି ସୁରେନ୍ଦ୍ରନାଥ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି