Masthead

ଜୁନ ମାସରୁ ଆରମ୍ଭ ହେବ ମେଟ୍ରୋ ଟ୍ରେନ କାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍‌ରେ ହେବ ମେଟ୍ରୋ ଟ୍ରେନର ଶିଳାନ୍ୟାସ । ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପାଇଁ ଜୁନ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାକୁ ନେଇ ପ୍ରେସସିମଟରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ସଚିବ ଜି. ମାଥିଭାଥନନ୍ । ମେଟ୍ରୋ ଟ୍ରେନ ପାଇଁ ସର୍ଭେ ସରି ଯାଇଛି ।

ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି। ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । କେଉଁ ରୁଟରେ ଯିବ ମେଟ୍ରୋ ତାହା ଚିହ୍ନଟ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ମେଟ୍ରୋ ଟ୍ରେନ ଚାଲିବ । ପରବର୍ତ୍ତୀ ସମୟରେ ଜଟଣୀ, ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍