ଜୁନରେ ହେବ ମେଟ୍ରୋ ଟ୍ରେନର ଶିଳାନ୍ୟାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନରେ ଭୁବନେଶ୍ୱର ମେଟ୍ରୋ ଟ୍ରେନର ଶିଳାନ୍ୟାସ । ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ନଗର ଉନ୍ନୟନ ସଚିବ ଜି ମାଥିଭାଥନନ୍ ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି । ଭୁବନେଶ୍ୱର –କଟକ ପାଇଁ ଡିପିଆର୍ ପ୍ରସ୍ତୁତ , ସର୍ଭେ ସରିଥିବା କହିଛନ୍ତି ସଚିବ । ଓଡିଶାରେ ଗଡିବାକୁଥିବା ମେଟ୍ରୋ ଟ୍ରେନ ଶିଳାନ୍ୟାସ ହେବାର ୩ବର୍ଷ ମଧ୍ୟରେ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପ୍ରର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୫ କିଲୋମିଟର ଟ୍ରଙ୍କ ରୁଟ ପାଇଁ ୪୫୦ ଟି ଖମ୍ବ ଠିଆ କରାଯିବାର ଅଛି । ଏଥିପାଇଁ ୮୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପରବତ୍ତୀ ସମୟରେ ଭୁବନେଶ୍ୱରର ୪ଦିଗ ସହିତ ସଂଯୋଗ କରାଯିବ । ଏହି ପ୍ରକଳ୍ପ ପାଇଁ ୨୫୦ ରୁ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଉଛି । ପ୍ରତି ୫୦ ମିଟର ମଧ୍ୟରେ ଗୋଟିଏ ଲେଖାଏଁ ପିଲର ନିର୍ମାଣ ହେବ । ପ୍ରଥମ ପର୍ଯ୍ୟୟରେ ଟ୍ରଙ୍କ ରୁଟରେ ୭ରୁ ୮ ମେଟ୍ରୋ ଷ୍ଟେସନ୍ ତିଆରି କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ