ଜମି କିଣାବିକାକୁ ନେଇ ବଦଳିଲା ନିୟମ, ଅନଲାଇନରେ ବୁକିଂ ହେବ ସ୍ଲଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜମି କିଣାବିକା ପାଇଁ ବଦଳିଲା ନିୟମ । ଭିଡ଼ ସମସ୍ୟା ଦୂର କରିବା ପାଇଁ ଏଣିକି ଅନଲାଇନରେ ହୋଇପାରିବ ସ୍ଲଟ ବୁକିଂ । ଲୋକମାନଙ୍କୁ ବାରମ୍ବାର ଆଉ ଦୌଡ଼ିବାକୁ ପଡିବ ନାହିଁ କି ସମୟ ମଧ୍ୟ ନଷ୍ଟ ହେବ ନାହିଁ। ଆଇଜିଆଇ ବା ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ ପକ୍ଷରୁ ଏନେଇ ଘୋଷଣା କରାଯାଇଛି ।

ଏଥିପାଇଁ ନିର୍ଦ୍ଦିଷ୍ଟ ସମୟ ଦିଆଯିବ। ସେହି ସମୟରେ ସେମାନେ ତହସିଲ ଓ ସବ ରେଜିଷ୍ଟ୍ରେସନ ଅଫିସରେ ପହଞ୍ଚିବେ। ଜମିବାଡ଼ି କିଣାବିକା ସେହି ସମୟରେ ହେବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ବିଭାଗ କାମ କରୁଛି। ଦେଶରେ ଏହା ପ୍ରଥମ। ଦେଶରେ ଲ୍ୟାଣ୍ଡ ଆକ୍ୟୁଜେସନରେ ମଧ୍ୟ ପ୍ରଥମ। ଯିଏ ଯେତେବେଳେ ଉନ୍ନତି ମୂଳକ କାମ ପାଇଁ ଜମି ମାଗିଛନ୍ତି ତାଙ୍କୁ ଯୋଗାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ