Masthead

ଘଡଘଡି ପଡ଼ି ଜଳିଲା ନଡ଼ିଆ ଗଛ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନ ସ୍ଥାନୀୟ ତଳଗଡ଼ ଗ୍ରାମରେ ଏକ ନଡ଼ିଆ ଗଛ ରେ ଘଡଘଡି ପଡ଼ି ନଡ଼ିଆ ଗଛ ଟି ଜଳୁଥିବା ଦେଖିବାକୁ ମିଳିଛି । ତେବେ ସ୍ଥାନୀୟ ଅଞ୍ଚଳରେ ଥିବା ଜନସାଧାରଣଙ୍କର କୌଣସି ଖୟକ୍ଷତି ହୋଇନାହିଁ । ତେବେ ହଟାତ କାଳ ବୈଶାଖୀ ଆସିବାରୁ ଜୋର ରେ ପବନ ହେବା ସହ ଘଡଘଡି ମାରିଥିଲା । ତେବେ ଘଡଘଡି ରେ ତଳ ଗଡ଼ ଗ୍ରାମରେ ଥିବା ଜୈନିକ ବ୍ୟକ୍ତିଙ୍କ ନଡ଼ିଆ ଗଛ ଯଲିଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ