Masthead

ପୋଖରୀରେ ବୁଡି ଛାତ୍ର ମୃତ

କନ୍ଧମାଳ (ବଡ଼ ଖବର ବ୍ୟୁରୋ): ବାଲିଗୁଡା କ.ନୂଆଗାଁ ଥାନା ଅନ୍ତଗର୍ତ ସିର୍ତ୍ତିଗୁଡା ଗ୍ରାମର ବିନୋଦ ପ୍ରଧାନଙ୍କ ଆଠ ବର୍ଷର ପୁଅ ଶୁଭଜିତ ପ୍ରଧାନ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ଶୁଭଜିତ ପ୍ରଧାନ ସିର୍ତ୍ତଗୁଡା ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀରେ ପଢୁଥିଲେ । ଖରାଛୁଟିରେ ମାମୁଁ ଘରକୁ ବୁଲି ଯାଇଥିବା ବେଳେ ଆଜି ସକାଳୁ ମାମୁଘର ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ । ଗାଧୋଇବା ବେଳେ ପୋଖରୀର ଗଭୀର ପାଣିରେ ବୁଡି ଯାଇଥିଲେ ଶୁଭଜିତ, ତାଙ୍କୁ ଉଦ୍ଧାର କରି ନୂଆଗାଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା । କିନ୍ତୁ କ.ନୂଆଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ସାର ପରିବାରରେ ଶୋକ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି