Masthead

୬ ବର୍ଷର ଶିଶୁ କନ୍ୟାକୁ ଦଳିଦେଲା ହାତୀ

ସୋର (ବଡ଼ ଖବର ବ୍ୟୁରୋ): ୬ ବର୍ଷର ଶିଶୁ କନ୍ୟାକୁ ଦଳିଦେଲା ହାତୀ । ଅଳ୍ପକେ ବର୍ତ୍ତିଲେ ପରିବାରର ଚାରି ସଦସ୍ୟ । ସୋର ଥାନା ସିଙ୍ଗାଖୁଣ୍ଟା ପଂଚାୟତ ସରଳିଆ ଗ୍ରାମରେ ଘଟିଛି ଅଘଟଣ । ଗ୍ରାମର ନିଶିକାନ୍ତ ଦେଉରୀ ନିଜ ପରିବାର ସହିତ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ତାଙ୍କ ଘରକୁ ହାତୀ ପଶିଥିଲା । ହାତୀର ଶବ୍ଦ ଶୁଣି ପରିବାର ଲୋକେ ଉଠି ହାତୀକୁ ଘଉଡାଇବା ବେଳେ ଗୋଟିଏ ହାତୀ ଘର ଭିତରକୁ ପଶିବା ସହିତ ନିଷିକାନ୍ତଙ୍କର ନଅ ବର୍ଷର ଶିଶୁ କନ୍ୟା ପରି ଦେଉରୀ ହଠାତ ଉଠି ଆସୁଥିବା ବେଳେ ତା ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଫଳରେ ଅଳ୍ପକେ ବତ୍ତିଯାଇଥିଲେ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ