ରାଜ୍ୟ ସରକାର ମାଗି ନାହାନ୍ତି FBI ସହାୟତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବପତନ ସ୍ୱାସ୍ଥମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ସସପନ୍ସେ ଯାରି ରହିଛି । ତଦନ୍ତକାରୀ ସଂସ୍ଥା ବିରୋଧରେ ବିରୋଧୀ ବାରମ୍ବାର ସ୍ୱର ଉତ୍ତଳନ କରିବାରୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଆଗକୁ ଆସିଥିଲେ । କହିଥିଲେ ଏଫବିଆଇ ତଦନ୍ତ କରାଯିବ । କିନ୍ତୁ ଏ ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ରକୁ ଚିଠି ଲେଖି ନାହାନ୍ତି ।

ରାଜ୍ୟ ସରକାର ଏଫବିଆଇ ସମ୍ପର୍କରେ କେନ୍ଦ୍ରକୁ ଚିଠି ଲେଖିଛନ୍ତି କି ନାହିଁ ଜାଣିବା ପାଇଁ କେନ୍ଦ୍ରାପଡାର କ୍ଷୀତିଶ କୁମାର ସିଂ ଆରଟିଆଇରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ତଥ୍ୟ ମାଗିଥିଲେ । ଗତ ୧୫ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରାଳୟ କ୍ଷୀତିଶଙ୍କୁ ଦେଇଥିବା ଚିଠିରେ ଉଲ୍ଲେଖ କରିଛି ରାଜ୍ୟ ସରକାର କୌଣସି ପ୍ରସ୍ତାବ କେନ୍ଦ୍ରକୁ ଦେଇନାହାନ୍ତି । ଏହା ଜଣାପଡ଼ିବା ପରେ ବିରୋଧୀ କରିଛନ୍ତି ପ୍ରସଙ୍ଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ