Masthead

ଜୁନ ୬ଯାଏଁ ବଢିଲା ଓବିସି ସର୍ବେକ୍ଷଣ ଅବଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଢ଼ିଲା ଓବିସି ସର୍ବେକ୍ଷଣ ଅବଧି । ସାରା ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ ଜାରି ରହିଥିବାରୁ ଏହି ଅବଧିକୁ ବୃଦ୍ଧି କରାଯାଇଛି। ଜୁନ୍‌ ୬ ତାରିଖ ପର୍ଯ୍ୟନ୍ତ ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଓବିସି ସର୍ଭେ ମେ’ ୧ରୁ ମେ’ ୨୬ ପର୍ଯ୍ୟନ୍ତ ଚାଲିବା ନେଇ ଧାର୍ଯ୍ୟ କରାଯାଇଥିଲା। ତାତିକୁ ଦୃଷ୍ଟିରେ ରଖି ଅବଧିକୁ ବୃଦ୍ଧି କରାଯାଇଛି । ଏହି ଅବଧି ସମୟରେ ଛୁଟି ଦିନ ସମେତ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏନୁମରେଟରମାନେ ଘରକୁ ଘର ବୁଲି ପଛୁଆ ବର୍ଗ ଲୋକଙ୍କ ତଥ୍ୟ ସଂଗ୍ରହ କରିବେ। ଯେଉଁ ପଛୁଆ ବର୍ଗ ଲୋକମାନେ ତଥ୍ୟ ପ୍ରଦାନ କରି ନାହାନ୍ତି ସେମାନେ ତଥ୍ୟ ପ୍ରଦାନ କରିବାକୁ ଆୟୋଗ ଅନୁରୋଧ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ