Masthead

ସଂସଦ ଭବନରେ ସ୍ଥାପିତ ହେଲା ସେଙ୍ଗୋଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନରେ ସ୍ଥାପିତ ହେଲା ସେଙ୍ଗୋଲ । ଲୋକସଭା ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ ହେଲା ସେଙ୍ଗୋଲ । ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ବାଚସ୍ପତି ଓମ ବିର୍ଲା । ମନ୍ତ୍ର ଉଚ୍ଚାରଣରେ ଚାଲିଛି ପୂଜାର୍ଚ୍ଚନା ହୋମ ଯଜ୍ଞ । ପୂଜାର୍ଚ୍ଚନାରୁ ଆରମ୍ଭ ହେଲା ଉଦଘାଟନୀ ଉତ୍ସବ । ପୂଜାର୍ଚ୍ଚନା ପରେ ରାଜଦଣ୍ଡକୁ ଦଣ୍ଡବତ କରି ଗ୍ରହଣ କଲେ ପ୍ରଧାନମନ୍ତ୍ରୀ । ୧୮ ମଠର ମଠାଧୀଶ ମୋଦୀଙ୍କୁ ଆଶୀର୍ବାଦ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ