Masthead

ଓଡ଼ିଆ ଶ୍ରମିକ ସମ୍ମାନିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆ ସଂସଦ ଭବନ ଉଦଘାଟନୀ ଉତ୍ସବ । ଓଡ଼ିଆ ଶ୍ରମିକଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ । ବାଲେଶ୍ୱର ଚାନ୍ଦିପୁରର ପୁରଞ୍ଜନ ଦଳାଇଙ୍କୁ ସମ୍ମାନିତ କଲେ ମୋଦି । ସେ ନୂତନ ସଂସଦ ଭବନ ନିର୍ମାଣ ସମୟରେ ଶ୍ରମିକମାନଙ୍କୁ ଚା’ ପାଣି ଯେଗାଉଥିଲେ । ସଂସଦ ଭବନ କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ଶ୍ରମିକଙ୍କୁ ସମ୍ମାନିତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା