Masthead

ଆଜି ଘୋଷଣା ହେବ +୨ ରେଜଲ୍ଟ ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ଘୋଷଣା ହେବ ଯୁକ୍ତ ଦୁଇ ରେଜଲ୍ଟ ତାରିଖ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ଓ ପରେ କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ । ୩୦ କିମ୍ବା ୩୧ରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳ । ସେହିପରି ୮ ଜୁନ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ଏନେଇ ପୂର୍ବରୁ ସୂଚନା ଦେଇଥିଲା ସିଏଚଏସଇ । ଚଳିତବର୍ଷ ମୋଟ ୩ ଲକ୍ଷ ୫୭ ହଜାର ପରୀକ୍ଷା ଦେଇଛନ୍ତି । କଳାରେ ୨ ଲକ୍ଷ ୧୮ ହଜାର ୪୪୦ ଛାତ୍ରଛାତ୍ରୀ, ବିଜ୍ଞାନରେ ୯୧ ହଜାର ୪୫୭, ବାଣିଜ୍ୟରେ ୨୩ ହଜାର ୧୯୩ ଜଣ ପିଲା ପରୀକ୍ଷା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି