Masthead

ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ନୂଆ ସଂସଦ ଭବନ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ବାଲୁକା କଳା ପାଇଁ ସାରା ବିଶ୍ୱରେ ପରିଚିତ ସୁର୍ଦଶନ ପଟ୍ଟନାୟକ । ନିଜ ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିନ୍ନକ୍ଷମଙ୍କ ପାଇଁ ରାଜ୍ୟ ସରକାରଙ୍କ ଚିନ୍ତା 🔴 କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ, କମ୍ପିବ ଗୃହ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଭିନ୍ନକ୍ଷମଙ୍କ ପାଇଁ ରାଜ୍ୟ ସରକାରଙ୍କ ଚିନ୍ତା 🔴 କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ, କମ୍ପିବ ଗୃହ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ