Masthead

ପ୍ରଧାନମନ୍ତ୍ରୀ ସଂସଦ ଭବନର ଉଦଘାଟନକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି: ରାହୁଲ ଗାନ୍ଧି

ନୂଆଦଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆ ସଂସଦ ଭବନ ଉଦଘାଟନ ଉତ୍ସବରେ ବିଜେପି ସମେତ ୨୫ ଟି ରାଜନୈତିକ ଦଳ ଭାଗ ନେଇଛନ୍ତି । କଂଗ୍ରେସ ସମେତ ୨୧ ଟି ଦଳ ବୟକଟ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବଦଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବ ନିର୍ମିତ ସଂସଦ ଭବନ ଉଦଘାଟନ କରିଥିବାରୁ ୨୧ ଟି ବିରୋଧୀ ଦଳ ଉଦଘାଟନ ଉତ୍ସବ ବର୍ଜନ କରିଛନ୍ତି । ତେବେ ଉଦଘାଟନ ପରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି ।

ସେ ଟ୍ୱିଟ କରି ଲେଖିଛନ୍ତି ସଂସଦ ଭବନର ଉଦଘାଟନକୁ ପ୍ରଧାନମନ୍ତ୍ରୀ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, ସଂସଦ ଲୋକଙ୍କର ସ୍ବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନର ଉଦଘାଟନକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ