Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

କରଞ୍ଜିଆ  (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର । ତହସିଲଦାର ଚାର୍ଲସ ନାୟକଙ୍କ ସରକାରୀ ଘରେ ଓ କାର୍ଯ୍ୟାଳୟର ଭିଜିଲାନ୍ସ ରେଡ। ଏହା ସହିତ ଭଦ୍ରକ ପୈତୃକ ଘରେ ମଧ୍ୟ ରେଡ କରାଯାଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ । ବାଲେଶ୍ଵର ଓ କଟକ ଟିମ୍ ମିଳିତ ଚଢାଉ କରିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ