Masthead

ପ୍ରତିଶ୍ରୁତିରେ କ୍ୟାବିନେଟ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦିନ ୧୦ଟା ୩୦ରେ ଆୟୋଜିତ ହେବ ଏହି ବୈଠକ । ୧୯ ନିର୍ବାଚନରେ ଦେଇଥିବା ପ୍ରତିଶୃତିରେ ଲାଗିବ କ୍ୟାବିନେଟ ମୋହର । ସେପଟେ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ ।୨୦୧୯ ମେ’ ୨୯ରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍‌ ବୈଠକ । ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍‌ ନିଷ୍ପତ୍ତି ନେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା