ଆଜି ଆଇପିଏଲ ଫାଇନାଲ

ଅହମ୍ମଦାବାଦ  (ବଡ଼ ଖବର ବ୍ୟୁରୋ):  ଆଜି ଖେଳାଯିବ ଆଇପିଏଲ ଫାଇନାଲ ମ୍ୟାଚ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ-ଚେନ୍ନାଇ ସୁପର କିଙ୍ଗସ୍ । ଗତକାଲି ବର୍ଷା ଯୋଗୁଁ ସ୍ଥଗିତ ରଖାଯାଇଥିଲା ମ୍ୟାଚ୍ । ଆଜି ଷ୍ଟାଡିୟମରେ ହେ ଟକ୍କର । ଟ୍ରଫି ପାଇଁ ଲଢିବେ ଧୋନୀ ବାହିନୀ ଓ ପାଣ୍ଡ୍ୟା ବାହିନୀ । ଚେନ୍ନାଇ ଏଯାଏଁ ୪ ଥର ଆଇପିଏଲ ଟ୍ରଫି ବି ହାତେଇ ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ସବୁଠୁ ଅଧିକ ୫ ଥର ଆଇପିଏଲ ଟ୍ରଫି ଜିତିଛି ।

ତେଣୁ ଏଥର ଟାଇଟେଲ ଜିତି ମୁମ୍ବାଇ ସହ ସମକକ୍ଷ ହେବାକୁ ସବୁ ପ୍ରକାର ଚେଷ୍ଟା କରିବ ଚେନ୍ନାଇ । ସେପଟେ ଏହା ଧୋନୀଙ୍କ ଶେଷ ଆଇପିଏଲ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ସେପଟେ ଗୁଜରାଟ ଟାଇଟନ୍ସ ଖେଳାଳି ବି ଦମଦାର ଫର୍ମରେ ଅଛନ୍ତି । ଧୋନୀଙ୍କ ପାଇଁ ଚ୍ୟାଲେଞ୍ଜ ହୋଇପାରନ୍ତି ଶୁଭନମ ଗିଲ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗତବର୍ଷ ବି ଟାଇଟଲ ଜିତିଥିଲା ଗୁଜରାଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ