Masthead

ଆଜି ଠୁ +୨ ଆବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ +୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି । ଜୁନ ୨୦ ଯାଏଁ ଫର୍ମଫିଲଅପ କରିପାରିବେ ଛାତ୍ରଛାତ୍ରୀ । ଜୁନ ୨୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ଏଥର ସ୍ପଟ୍ ଆଡ଼ମିଶନରେ ସ୍ୱଚ୍ଛତା ପାଇଁ ଅନଲାଇନ୍ ଆବେଦନ ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ ସିଟ୍ ବଢିବ ନା ନାହିଁ ସେନେଇ ଗଣଶିକ୍ଷା ବିଭାଗ ପକ୍ଷରୁ କୌଣସି ନିଷ୍ପତ୍ତି ନିଆଯାଇନାହିଁ ।

ସେପଟେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ ୱାଇଫାଇ ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ ୱାନ୍ ଜିବି ଡାଟା ଫ୍ରି ରେ ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ୨୯ ଜୁଲାଇରୁ ଆରମ୍ଭ ହେବ ପ୍ରଥମ ବର୍ଷର ପାଠ ପଢା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ