Masthead

ଗରମ ଖିରିରେ ପଡ଼ି ଶିଶୁ ମୃତ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଗରମ ଖିରିରେ ପଡ଼ି ଶିଶୁ ମୃତ । ଭୋଜି ରନ୍ଧା ଚାଲିଥିବା ବେଳେ ଖିରି ହାଣ୍ଡିରେ ପଡ଼ି ଶିଶୁର ମୃତୁ୍ୟ ଘଟିଛି । ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ରାନିମୁଣ୍ଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ହୁତେଶ କୁମାର ହେର୍ଣ୍ଣାଙ୍କ ଚାରି ବର୍ଷର ପୁଅ ବିକାଶ ହେର୍ଣ୍ଣା । ବିକାଶ ଭୋଜି ପାଖରେ ଖେଳୁଥିବା ସମୟରେ ଖିରି ପାତ୍ରରେ ପଡି ଯାଇଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ଶିଶୁକୁ ପ୍ରଥମେ ଖଡ଼ିଆଳ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ରାୟପୁରକୁ ସ୍ଥାନାନ୍ତରିତ କରାଯାଇଥିଲା। ଶିଶୁ ଟିର ମୃତ୍ୟୁ ରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି