Masthead

ନିର୍ଲଜ ସ୍ୱାମୀର ନୃଶଂସକାଣ୍ଡ

କୋଇଡ଼ା  (ବଡ଼ ଖବର ବ୍ୟୁରୋ): ବଣାଇ ଥାନା ବାବୁନୁଆଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀକୁ ଠେଙ୍ଗାରେ ରେ ପିଟି ପିଟି ହତ୍ୟା କଲା ସ୍ୱାମୀ । ହତ୍ୟା ପରେ ଘର ବାଡ଼ିରେ ପୋତିଦେଲା ହତ୍ୟାକାରୀ ସ୍ୱାମୀ । ଅଭିଯୁକ୍ତ ଅଟକ । ଘରୋଇ କଳିକୁ କେନ୍ଦ୍ର କରି ସ୍ତ୍ରୀ ସରସ୍ୱତୀ କିସାନକୁ ସ୍ୱାମୀ ତ୍ରିଲୋଚନ କିସାନ ପିଟି ପିଟି ହତ୍ୟା କରିଥିଲେ ।

ତାପରେ ମୃତ ଦେହକୁ ନିଜ ଘର ବାଡ଼ି କଦଳୀ ଗଛ ନିକଟରେ ପୋତି ଦେଇଥିଲା । ପୁଅ ପ୍ରତିବାଦ କରିବାରୁ ପୁଅକୁ ମଧ୍ୟ ମାଡ ମାରି ଆହତ କରିଥିଲା ବାପା । ଖବର ପାଇ ପୋଲିସ ଅଭିଯୁକ୍ତକୁ ଅଟକ ରଖି ପଚରାଉଚୁରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ