Masthead

୧୮ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ହେଲା କ୍ୟାବିନେଟ ବୈଠକ । ୧୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହରା । ମୋ ଘର ଯୋଜନା ନୂଆ ଭାବେ ଘୋଷଣା କରାଯାଇଛି । ଦୁଇଟି ଫିଲ୍ମକୁ କରାଯାଇଛି କର ମୁକ୍ତ । ଡେଲିଭରି ଵଏ ଓ ଜୁଇଗାଟୋ କର ମୁକ୍ତ କରାଯାଇଛି । ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ । ଦଳକୁ ପୂରିଲା ୨୩ ବର୍ଷ । ୨୦୧୯ ମେ’ ୨୯ରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍‌ ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା