Masthead

ହିଂସାରେ ଜଳୁଛି ମଣିପୁର, ଜଣେ ପୋଲିସ କର୍ମୀଙ୍କ ସମେତ ୫ ଜଣଙ୍କ ମୃତ

ମଣିପୁର  (ବଡ଼ ଖବର ବ୍ୟୁରୋ): ହିଂସାରେ ଜଳୁଛି ମଣିପୁର । ଉଗ୍ରପନ୍ଥୀମାନେ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିବା ସହ ଘର ଜାଳି ଦେଉଛନ୍ତି । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତିନି ଦିନ ପାଇଁ ମଣିପୁର ଗସ୍ତ କରିବେ । ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ହିତାଧିକାରୀଙ୍କ ସହ ଆଲୋଚନା କରିବେ । କିନ୍ତୁ ତା ପୂର୍ବରୁ ରାଜ୍ୟରେ ଭିନ୍ନ ଭିନ୍ନ ଘଟଣାକୁ ନେଇ ପୁଣି ହିଂସା ଉପୁଯିବାରେ ଲାଗିଛି । ଏହି ହିଂସାରେ ଜଣେ ପୋଲିସ କର୍ମୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ୧୨ ଜଣ ଆହତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ