Masthead

‘୨୦୨୪ ସୁଦ୍ଧା ଆଉ ଛଅ ହଜାର କିମି ରାସ୍ତା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୦୧୯ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ଏବଂ ଲକ୍ଷ୍ୟ ପୂରଣ ନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଏବଂ ସଚିବ ସଞ୍ଜୟ ସିଂ ଦେଲେ ସୂଚନା। କହିଲେ ବିଜୁ ସେତୁ ଯୋଜନାରେ ୭୫୦ଟି ସେତୁ ନିର୍ମାଣର ଲକ୍ଷ୍ୟ ଥିବାବେଳେ ୬୭୯ଟି ସେତୁ ନିର୍ମାଣ ସରିଛି।୨୦୨୪ସୁଦ୍ଧା ମୋଟ ୯୦୦ଟି ସେତୁ ନିର୍ମାଣ ସରିବ। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଏବଂ ଅନ୍ୟାନ୍ୟ ରାଜ୍ୟ ଯୋଜନା ଅଧିନରେ ୩୦୦୦ହଜାର କିମି ସଡ଼କ ନିର୍ମାଣ ପ୍ରସ୍ତାବ ରହିଥିବା ବେଳେ ୬୨୪୭ କି ମି ଦୀର୍ଘ ରାସ୍ତା ନିର୍ମାଣ ହୋଇଛି।

ମାର୍ଚ୍ଚ ୨୦୨୪ ସୁଦ୍ଧା ଆଉ ଛଅ ହଜାର କିମି ରାସ୍ତା ନିର୍ମାଣ ପାଇଁ ବିଭାଗ ଲକ୍ଷ୍ୟ ରଖିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଓ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ୪୩ହଜାର କିମି ମଧ୍ୟରୁ ୩୩୩୨୬ କିମି ରାସ୍ତାର ଉନ୍ନତିକରଣ ହୋଇଛି। ଶିକ୍ଷା, ସ୍ବାସ୍ଥ୍ୟ, ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ରାଜସ୍ବ ବିଭାଗର ୧୬୪ଟି କୋଠା ବାଡି ନିର୍ମାଣ ହୋଇଛି।୨୦୨୪ ମାର୍ଚ୍ଚ ସୁଦ୍ଧା ଖାଲଖମା ମୁକ୍ତରାସ୍ତା ଏବଂ ଗମନାଗମନ କୁ ସୁନିଶ୍ଚିତ କରିବା ପାଇଁ ୫୦ହଜାର କିମି ରାସ୍ତାର ଗୁଣବତ୍ତା ରେ ଉନ୍ନତି ଆଣିବାକୁ ବିଭାଗ ଚେଷ୍ଟା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା