Masthead

କିଛି ସମୟ ପରେ ଆଇପିଏଲ ମହାମୁକାବିଲା

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ):ଆଜି ଖେଳାଯିବ ୨୦୨୩ ଆଇପିଏଲ ଫାଇନାଲ ମ୍ୟାଚ । ଆହମ୍ମଦାବାଦରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପରକିଙ୍ଗସ ଓ ଗୁଜରାଟ ଟାଇଟନସ । ଆଜି ସଂନ୍ଧ୍ୟା ୮ଟାରେ ଖେଳାଯିବ ମ୍ୟାଚ । ଗତକାଲି ପ୍ରବଳ ବର୍ଷା ହେତୁ ଏହି ମ୍ୟାଚଟି ବାତିଲ ହୋଇଥିଲା । ୨୦୨୩ ରେ କିଏ ଆଇ ପିଏଲ ଟ୍ରଫି ହାତେଇବ ତାହା ଉପରେ ସମସ୍ତଙ୍କ ନଜର । ଚେନ୍ନାଇ ଜିତିଲେ ୫ ଥର ବିଜୟ ହେବ । ଗୁଜରାଟ ଜିତିଲେ ଲଗାତାର ବିଜୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ