Masthead

ସ୍କୁଟିକୁ ଧକ୍କା ଦେଲା ଟ୍ରକ, ମାଆ-ଝିଅ ମୃତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଜଗତସିଂହପୁର-ଚଷା ପଡା ନିକଟରେ ଅଘଟଣ । ସ୍କୁଟି କୁ ଧକା ଦେଲା ଟ୍ରକ । ମାଆ ଓ ୪ ବର୍ଷର ଶିଶୁକନ୍ୟା ମୃତ । ଘଟଣା ସ୍ଥଳରେ ଉତେଜନା । ତିର୍ତ୍ତୋଲ ଥାନା ବାଡ଼ ଶାରୋଳ ମିର ମହଲା ଗାଁ ର ମାଆ ଓ ୪ ବର୍ଷର ଶିଶୁ କନ୍ୟା ସ୍କୁଟିରେ ଜଗତସିଂହପୁର ମେଡ଼ିକାଲକୁ ଆସୁଥିବା ବେଳେ ଚଷା ପଡା ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତେଜନା ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ