Masthead

ମଣିପୁରରେ ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ପଦକ୍ଷେପ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ୪ ଦିନିଆ ମଣିପୁରରେ ଅଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ଅମିତ ଶାହା ସୋମବାର ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଏବଂ ଅନ୍ୟ ରାଜ୍ୟ ମନ୍ତ୍ରୀଙ୍କ ସହ ଏକ ‌ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ସେଠାରେ ମଣିପୁରରେ ହିଂସାକୁ ନେଇ ଆଲୋଚନା କରିବା ସହ ସୁରକ୍ଷା ପରିସ୍ଥିତିର ଆକଳନ କରିଛନ୍ତି। ମଣିପୁର ମେ ୩ ତାରିଖରୁ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସା ଉପୁଜିଛି।

ରାଜ୍ୟରେ ହିଂସା ନିୟନ୍ତ୍ରଣ ବାହାରେ ହେବାରୁ ଶାହା ଚାରି ଦିନିଆ ଦିନିଆ ଗସ୍ତ ପାଇଁ ସୋମବାର ମଣିପୁରରେ ପହଞ୍ଚିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଣିପୁରର ମନ୍ତ୍ରୀ, ବରିଷ୍ଠ ନେତା ତଥା ଅଧିକାରୀଙ୍କ ସହ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଶାହା ଆଜି ବିଭିନ୍ନ ରାଉଣ୍ଡ ବୈଠକ କରିବାର ଯୋଜନା ରହିଛି। ସ୍ଥିତି ଆକଳନ କରିବା ସହ ରାଜ୍ୟରେ ସ୍ୱାଭାବିକ ପରିସ୍ଥିତି ଫେରାଇ ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ