Masthead

ମୁଖ୍ୟ ଚିକିତ୍ସାଳୟର ଭୂମିପୂଜନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ୧୦ କୋଟି ୧୬ଲକ୍ଷ ଟଙ୍କାରେ ହେବ ନୂତନ ସ୍ୱାସ୍ଥ୍ୟ ଘର। ଏଥିରେ ଭୋଗରାଇ ବ୍ଲକର ୫୦ଟି ପଞ୍ଚାୟତରେ ଲୋକ ମାନେ ସ୍ୱାସ୍ଥ୍ୟ ସେବା ପାଇବା ସହିତ ବିଭିନ୍ନ ସୁବିଧା ସୁଯୋଗ ପାଇ ପାରିବେ। ଏହି କାର୍ୟ୍ୟ ପାଇଁ ରାଜ୍ୟ ସରକାର ଟଙ୍କା ଅନୁମୋଦନ କରିବା ପରେ ଆଜି ଏହି କାର୍ୟ୍ୟର ଶୁଭ ଉଦଘାଟନ କରିଛନ୍ତି ଭୋଗରାଇ ବିଧାୟକ ଅନନ୍ତ ଦାସ । ୨ ବର୍ଷ ମଧ୍ୟରେ କାର୍ୟ୍ୟ ସାରିବାକୁ ନିର୍ଦେଶ ଥିବା ବେଳେ ଠିକ ଭାବରେ କାର୍ୟ୍ୟର ତଦାରଖ କରିବା ସହିତ ଅତି ଶୀଘ୍ର କାର୍ୟ୍ୟ କରାଯିବ ବୋଲି ଠିକାଦାର କହିଛନ୍ତି । ଏହି ଭୂମିପୂଜନରେ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡକ୍ଟର କମଳାକାନ୍ତ ଜେନା, ବିପିଏମ କବିପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ