Masthead

ରାଜ୍ୟରେ ଆଜି କେତେ ସୁସ୍ଥ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି କରୋନା ଗ୍ରାଫ୍ । ଆକ୍ରାନ୍ତଙ୍କ ଠାରୁ ବଢିବାରେ ଲାଗିଛି ଆରୋଗ୍ୟଙ୍କ ସଂଖ୍ୟା । ଆଜି ରାଜ୍ୟରେ ୨୬୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୨୭୭୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ଆଜି ସୁସ୍ଥ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦୦ଜଣ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ାରୁ ୧୮୯, କଟକରୁ ୧୮୩, ବରଗଡ଼ରୁ ୧୪୮, କେନ୍ଦ୍ରାପଡ଼ାରୁ ୧୩୬, ଅନୁଗୁଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୦୫, ମୟୁରଭଞ୍ଜରୁ ୧୦୦, ବଲାଙ୍ଗିରରୁ ୮୯, କେନ୍ଦୁଝରରୁ ୭୯, ନବରଙ୍ଗପୁରରୁ ୭୩, ସୁନ୍ଦରଗଡ଼ରୁ ୭୧, ମାଲକାନାଗିରିରୁ ୭୦, ଢେଙ୍କାନାଳରୁ ୬୯, ବାଲେଶ୍ୱରରୁ ୬୭, ଜଗତସିଂହପୁରରୁ ୫୮, କନ୍ଧମାଳରୁ ୪୮, ସୋନପୁରରୁ ୪୭, ରାୟଗଡ଼ାରୁ ୪୬, ପୁରୀରୁ ୪୩, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩୯ଜଣ ଲେଖାଏଁ, କୋରାପୁଟରୁ ୩୫, ନୟାଗଡ଼ରୁ ୩୦, ଗଞ୍ଜାମରୁ ୨୩, ଦେବଗଡ଼ରୁ ୨୦, ବୌଦ୍ଧ ଓ ଗଜପତିରୁ ୭ଜଣ ଲେଖାଏଁ ଏବଂ ଷ୍ଟେଟ ପୁଲରୁ ୧୦୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ