Masthead

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଦିନ ୧୧ଟାରେ ୱେବସାଇଡରେ ପ୍ରକାଶ ପାଇବ ପରୀକ୍ଷା ଫଳ । ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି ।ଏ ନେଇ ଭଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସିଏଚଏସଇ, ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ