Masthead

୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଋକ୍ମିଣୀ ହରଣ ଏକାଦଶୀ । ଏଥିପାଇଁ ମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଯେଉଁଥି ପାଇଁ ୪ ଘଣ୍ଟା ଶ୍ରୀମନ୍ଦିର ବନ୍ଦ ରହିବ । ଅପରାହ୍ନ ୧ଟାରୁ ୫ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ନୀତିକାନ୍ତି ଶେଷ ପରେ ଦର୍ଶନ ସ୍ୱାଭାବିକ ହେବ। ମହାପ୍ରଭୁ ମହାଲକ୍ଷ୍ମୀ ଋକ୍ମିଣୀଙ୍କୁ ହରଣ କରି ବିବାହ କରିବେ।

ପରଦିନ ମହାପ୍ରଭୁ ଗୁଆଲି ଯାତ୍ରାରେ ବାହାରିବେ। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଅପରାହ୍ନରେ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା