Masthead

ସାଜିଥିଲେ ନକଲି ପୋଲିସ, ବାନ୍ଧି ନେଲା ଅସଲି ପୋଲିସ

ବାରିପଦା (ବଡ଼ ଖବର ବ୍ୟୁରୋ):  ଦିନରେ ପରିବା ବାଲି ରାତିରେ ନକଲି ପୋଲିସ ହେଇ କରୁଥିଲେ ଚାନ୍ଦା ଆଦାୟ । ଆଉ ଶେଷରେ ଅସଲି ପୋଲିସ ଦ୍ଵାରା ବନ୍ଧା ହେଲେ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଅଞ୍ଚଳରେ । ରାଇରଙ୍ଗପୁର ପୌରାଞ୍ଚଳ କୁଚେଇବୁଡି ଗ୍ରାମର ପ୍ରଭାତି ମହାନ୍ତ ରାଇରଙ୍ଗପୁର ଦୁର୍ଗା ମଣ୍ଡପ ଛକରେ ପରିବା ଦୋକାନ ଚଳାନ୍ତି ।ପ୍ରଭାତି ପୋଲିସ ପୋଷାକରେ ନୂରୁଵାଦଡା ଗ୍ରାମର କାଳିପଦ ମହାନ୍ତଙ୍କ ଘରକୁ ଯାଇ ଏକ ହତ୍ୟା ମାମଲାରେ ତାଙ୍କ ପୁଅର ସଂପୃକ୍ତି ନେଇ ୨୦,୦୦୦ ଟଙ୍କା ଚାନ୍ଦା ମାଗୁଥିଲେ ।

ଚାନ୍ଦା ନଦେଲେ ରାଇରଙ୍ଗପୁର ଟାଉନ ଥାନାକୁ ଚାଲ ବୋଲି ପରିବାରକୁ ଧମକାଉଥିଲେ । ପାଟିତୁଣ୍ଡ ଶୁଣି ଗାଁ ଲୋକେ ସେଠାରେ ପହଁଚି ଥିଲେ । ପ୍ରତିଭାର କଥାବାର୍ତ୍ତା ଦେଖି ଗ୍ରାମବାସୀ ସନ୍ଦେହ କରି ଥାନାକୁ ଜଣାଇଥିଲେ । ପୋଲିସ ପହଞ୍ଚି ତଦନ୍ତ କରିବା ସହ ନକଲି ମହିଳା ପୋଲିସଙ୍କୁ ଧରି ଥାନାରେ ଅଟକ ରଖି ତଦନ୍ତ ପରେ ସତ ସମ୍ନନା କୁ ଆସିଥିଲା। ନକଲି ମହିଳା ପୋଲିସଙ୍କ ପାଖରୁ ସ୍କୁଟି,ମୋବାଇଲ, ପୋଲିସ ପୋଷାକ,ଜେଲର ଆର୍ମଡ ବେଚ, ବେଲଟ,ଜୋତା ଜବତ କରିଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ୨୦ ଜିଲ୍ଲାରେ ଝଡ଼ବର୍ଷା! 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ