Masthead

ପୁଣି ମୋଦିଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଆମେରିକାରେ ବିଜେପି ଉପରେ ବର୍ଷିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ମଙ୍ଗଳବାର ଆମେରିକାରେ ପହଞ୍ଚବା ପରେ ରାହୁଲ ଗାନ୍ଧୀ ସାନ ଫ୍ରାନ୍ସିସ୍କୋରେ ଭାରତୀୟ ମୂଳ ଲୋକଙ୍କୁ ଭେଟି ସେମାନଙ୍କୁ ସମ୍ବୋଧିତ କରିଛନ୍ତି। ଏ ସମୟରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦେଶରେ କିଛି ଲୋକ ଅଛନ୍ତି ଯେଉଁମାନେ ଭାବନ୍ତି ସେମାନେ ସବୁକିଛି ଜାଣନ୍ତି, ଭଗବାନଙ୍କଠାରୁ ମଧ୍ୟ ଅଧିକ ଜାଣନ୍ତି।

ମୁଁ ଭାବୁଛି ଆମ ଦେଶର ପ୍ରଧାନମନ୍ତ୍ରୀ ସମସ୍ତଙ୍କ ମଧ୍ୟରୁ ଅନ୍ୟତମ। ଯଦି ମୋଦିଜିଙ୍କୁ ଭଗବାନଙ୍କ ସହ ବସାଯାଏ, ତେବେ ବ୍ରହ୍ମାଣ୍ଡ କିପରି କାର୍ୟ୍ୟ କରେ ସେ ଈଶ୍ବରଙ୍କୁ ବୁଝାଇବା ଆରମ୍ଭ କରିଦେବେ। ସେପଟେ ରାହୁଲ ତାଙ୍କର ଭାରତ ଯୋଡୋ ଯାତ୍ରା ବିଷୟରେ ଉଲ୍ଲେଖ କରି ଦେଶର ରାଜନୀତି ବିଷୟରେ କହିଥିଲେ ଏବଂ ଭାରତୀୟ ଜନତା ପାର୍ଟି ସହିତ ଆରଏସଏସ ଉପରେ ବର୍ଷିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା