Masthead

ଓଡ଼ିଶାରେ ବିଜେପି ଓ କଂଗ୍ରେସ ଦେଖାଇବେ ଦମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଗଡ଼ ଓଡ଼ିଶାରେ ବିଜେପି ଓ କଂଗ୍ରେସ ଦେଖାଇବେ ଦମ୍ । କରିବେ ଶକ୍ତି ପ୍ରଦର୍ଶନ । ରାଜ୍ୟ ସରକାରଙ୍କ ବିରୋଧରେ ଦେବେ ରଣହୁଙ୍କାର । ଆସିବେ ପିଏମ୍ ମୋଦି ଓ ରାହୁଲ ଗାନ୍ଧୀ । ବିଜେପି ୯ବର୍ଷର ଶାସନର ସଫଳତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରଚାର ପ୍ରସାରକୁ ଜୋରଦାର କରିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

ତେଣେ କଂଗ୍ରେସ ବିଜେଡି ଓ ବିଜେଡିର କୁଶାସନ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇ ୨୦୨୪ ରେ କଂଗ୍ରେସକୁ କିପରି ଲୋକେ ଆପଣେଇବେ କରିବ ଜୋରଦାର ସଭା । ତେଣେ ବିଜେଡି କହିଛି ଏହାର ପ୍ରଭାବ ଲୋକଙ୍କ ଉପରେ କିଛି ପଡିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ