Masthead

ପୁଅର କୁରାଢୀ ଚୋଟରେ ବାପା ମୃତ

ପିପିଲି (ବଡ଼ ଖବର ବ୍ୟୁରୋ): ନୃଶଂସ ପୁଅ । ବାପାକୁ ବି ଛାଡ଼ିଲାନି । ନିଶାରେ ବାପାକୁ କୁରାଢୀରେ କଲା ଆକ୍ରମଣ ।ଏଭଳି ଅଭାବନୀୟ ଘଟଣା ଘଟିଛି ପିପିଲି ଥାନା ସାନକଣ୍ଟି ଗ୍ରାମରେ । ମୃତକ ହେଲେ ହୃଷିକେଶ ପ୍ରଧାନ । ଗତକାଲି ରାତିରେ ଅଭିଯୁକ୍ତ ପୁଅ ଜିତୁ ନିଶା ଅବସ୍ଥାରେ ବାପାକୁ କୁରାଢୀରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବାପାଙ୍କ ମୃତୁ୍ୟ ହୋଇଛି । ଖବର ପାଇ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼