Masthead

୩୦ରୁ ୪୦ କିମିରେ ବହିବ ପବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଉପକୂଳ, ଉତ୍ତର, ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ପୂର୍ବ ମଧ୍ୟପ୍ରଦେଶଠାରୁ ପୂର୍ବ ବିହାର ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଲାଗିରହିଛି।

କାଳବୈଶାଖୀ ବର୍ଷା ନେଇ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ଘଡଘଡି ବିଜୁଳି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ ଏବଂ ମୟୁରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨ତାରିଖରେ ୯ଜିଲ୍ଲା, ୩ ତାରିଖରେ ୮ ଜିଲ୍ଲା ଏବଂ ୪ ତାରିଖରେ ୧୫ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା