କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲ ଅଫିସର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା । ୧୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା।