ଆଇସିସି ଜାରି କଲା ନୂଆ ନିୟମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକପ୍ରିୟ ଖେଳ କ୍ରିକେଟରେ ଆସିଲା ନୂଆ ନିୟମ । ଆଜିଠାରୁ ଆଇସିସି ଜାରି କଲା ନୂତନ ନିୟମ । ସବୁ ଖେଳାଳିଙ୍କ ପାଇଁ ହେଲମେଟ ପିନ୍ଧିବା ହେଲା ବାଧ୍ୟତାମୂଳକ । କ୍ରିକେଟ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି ଆଇସିସି । ଅନେକ ସମୟରୁ ଖେଳାଳି ମାନେ ବିନା ହେଟମେଟରେ ଖେଳୁଥିଲେ ଫଳରେ ଅନେକ ଦୁର୍ଘଟଣା ମଧ୍ୟ ଘଟୁଥିଲା ।ତେଣୁ ଆର୍ନ୍ତଜାତୀୟ କ୍ରିକେଟ ପରିଷଦ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛି । ଆଜି ହେବାକୁ ଥିବା ଆୟରଲ୍ୟାଣ୍ଡ ଓ ଇଂଲଣ୍ଡ ଟେଷ୍ଟ ମ୍ୟାଚରେ ପ୍ରଥମ ଥର ଅନେକ ନୂତନ ନିୟମ ମଧ୍ୟ ଲାଗୁହେବ । ଥାର୍ଡ ଅମ୍ପେୟାର ଦେଉଥିବା ସିଗନାଲ ଆଉ ଦେବାକୁ ପଡିବ ନାହିଁ । ଫ୍ରି ହିଟ୍ ବଲରେ ରନ କରିବା ନିୟମରେ ମଧ୍ୟ ପରିବର୍ତ୍ତନ କରିଛି ଆଇସିସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ