Masthead

‘ମୋଦି-ଶାହା ଆସୁଛନ୍ତି, ଏଥିରେ ବିଚଳିତ ହେବାର କିଛ ନାହିଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟକୁ ଆଗକୁ ଅମିତ ଶାହା, ମୋଦି ଆସୁଛନ୍ତି। ବିଜେପି କେନ୍ଦ୍ରରେ ସରକାରରେ ଅଛି। ତାଙ୍କ ଦଳୀୟ କାର୍ଯ୍ୟକ୍ରମ ପାଇଁ ସେମାନେ ଆସିବେ। ଏହା ଏକ ସ୍ୱାଭାବିକ ରାଜନୈତିକ ପ୍ରକ୍ରିୟା ବୋଲି କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । ସେ କହିଛନ୍ତି ଏଥିରେ ବିଚଳିତ ହେବାର କିଛି ନାହିଁ। ଏଭଳି ପ୍ରଶ୍ନ ୧୪ ରେ ପଚାରୁଥିଲେ ।

୧୭ ମଧ୍ୟ ପଚାରିଲେ । ୧୯ ରେ ମଧ୍ୟ ମ୍ୟାଚ ଓଭର ବୋଲି କହିଲେ। ମିଶନ ୧୨୦ ରେ ଜିତିବେ ବୋଲି କହିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଅଛି। ଥରେ ନୁହେଁ ବାରମ୍ବାର ବିଭିନ୍ନ ଫରୋମରେ ଏହା ପ୍ରମାଣିତ ହୋଇଛି । ଆଗକୁ ମଧ୍ୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ