Masthead

ସମୁଦ୍ରରେ ବୁଡିଗଲେ ୫ ଛାତ୍ରୀ

ଛତ୍ରପୁର (ବଡ଼ ଖବର ବ୍ୟୁରୋ):ଆର୍ଯ୍ୟପାଲି ସମୁଦ୍ରରେ ବୁଡି ଯାଇଥିଲେ ୨ ଛାତ୍ରୀ ନିଖୋଜ । ଛତ୍ରପୁର ଥାନା ଆର୍ଯ୍ୟପାଲି ଗାଁ ନିକଟ ସମୁଦ୍ରରେ ବୁଡିଯାଇଥିଲେ ୫ ଛାତ୍ରୀ । ଜଣଙ୍କର ମୃତ ଦେହ ମିଳିଥିବା ବେଳେ ଅନ୍ୟ ଜଣେ ଛାତ୍ରୀ ପ୍ରାଜ୍ଞାରାଣୀ ନିଖୋଜ ଅଛନ୍ତି । ୫ ଜଣ ସାଙ୍ଗହୋଇ ଗାଧୋଇବା ବେଳେ ଭାସିଯାଇଥିଲେ, ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଓ ଓଡ୍ରାଫ୍ଟ ଟିମ ର ସହଯୋଗ ପରେ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା । ନିଖୋଜ ଛାତ୍ରୀ ପ୍ରଜ୍ଞାରାଣୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ଭୁବନେଶ୍ୱରରୁ ଆର୍ଯ୍ୟପାଲି ପହଞ୍ଚିଲା ଏୟାରକ୍ରାଫ୍ଟ ଟିମ । ରାଡାର ସାହାଯ୍ୟରେ ଖୋଜିବାକୁ ଏୟାରକ୍ରାଫ୍ଟର ଉଦ୍ୟମ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼