Masthead

ବଦଳିଲେ ମଣିପୁର ପୁଲିସ ଡିଜିପି, ରାଜୀବ ସିଂହଙ୍କୁ ମିଳିଲା ନୂଆ ଦାୟିତ୍ୱ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ମଣିପୁରରେ ଥମୁନି ହିଂସା । ଏହାରି ଭିତରେ ମଣିପୁର ସରକାର ନେଇଛନ୍ତି ବଡ଼ ନିଷ୍ପତି । ଆଇପିଏସ ରାଜୀବ ସିଂହଙ୍କୁ ରାଜ୍ୟର ନୂଆ ଡିଜିପି ନିଯୁକ୍ତ କରାଯାଇଛି । ରାଜୀବ ତ୍ରିପୁରା କ୍ୟାଡରର ଆଇପିଏସ ଅଧିକାରୀ ହୋଇଥିବା ବେଳେ ତାଙ୍କୁ ମଣିପୁର କ୍ୟାଡରକୁ ବଦଳି କରାଯାଇଛି । ଏହା ପୂର୍ବରୁ ପି ଡଙ୍ଗୋଲ ମଣିପୁର ପୁଲିସ ଡିଜିପି ଭାବେ କାମ କରୁଥିଲେ । ତାଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି ମେ ୨୯ ତାରିଖରେ ତାଙ୍କୁ ମଣିପୁର କ୍ୟାଡରରେ ସାମିଲ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି