Masthead

ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ। ଓଜେଇଇ ୱେବସାଇଟ ଜରିଆରେ ମିଳିବ ପରୀକ୍ଷା ଫଳ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରିବା ପରେ ଛାତ୍ରଛାତ୍ରୀମାନେ WWW.OJEE.NIC.INରେ ରେଜଲ୍ଟ ଉପଲବ୍ଧ ହେବ।

ଚଳିତ ବର୍ଷ ମେ ୮ରୁ ୧୨ତାରିଖ ହୋଇଥିଲା ପରୀକ୍ଷା। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ୪୪ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ଟି କେନ୍ଦ୍ର କରାଯାଇଥିଲା। ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଦେଇଥାନ୍ତି ଛାତ୍ରଛାତ୍ରୀ। ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ ମୋଡ୍ ରେ ହୋଇଥିଲା ପରୀକ୍ଷା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି