Masthead

ସତୀଗୁଡା ଜଳ ଭଣ୍ଡାରରେ ଡଙ୍ଗା ବୁଡ଼ି ୨ ନିଖୋଜ

କୋରକୁଣ୍ଡା (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସତୀଗୁଡା ଜଳ ଭଣ୍ଡାରରେ ଡଙ୍ଗା ବୁଡି ୨ ନିଖୋଜ। ମାଛ ଧରିବାକୁ ଦୁଇ ଜଣ ଦେଶୀ ଡଙ୍ଗାରେ ଡ୍ୟାମକୁ ଯାଇଥିବା ବେଳେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ଯୋଗୁଁ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଡଙ୍ଗାରେ ଥିବା ଦୁଇଜଣ ନିଖୋଜ ହୋଇଯାଇଛନ୍ତି । ଏମଭି-୧୧୨ ଗାଁ ର ଗୋବିନ୍ଦ ସର୍ଦ୍ଦାର ଏବଂ ଭିମାରାଙ୍ଗିଣି ଗାଁ ର ତୁଳଶା ମାଢି ଏବେବି ନିଖୋଜ ରହିଛନ୍ତି।

ସ୍ଥାନୀୟ ଲୋକ ପ୍ରଥମେ ଖୋଜା ଖୋଜି କରିବା ପରେ ନ ପାଇବାରୁ ମାଲକାନଗିରି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସେପୋଟେ ଏସଆରସିଙ୍କ ନିର୍ଦ୍ଦେଶ ଅନୁସାରେ କୋରାପୁଟରୁ ଏକ ଓଡ୍ରାଫ ଟିମ୍ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି । ଘଟଣା ସ୍ଥଳରେ ସ୍ଥାନୀୟ ଅତିରିକ୍ତ ତହସିଲଦାର ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି